ଭୁବନେଶ୍ୱର: ସାମାଜିକ ଅନୁଷ୍ଠାନ ସାଉଥ ଏସିଆନ ଇନ୍ଷ୍ଟିଟ୍ୟୁଟ ଅଫ ହେଲଥ ପ୍ରମୋସନ ପକ୍ଷରୁ ସ୍ଥାନୀୟ ଚନ୍ଦ୍ରଶେଖର ପୁର ସ୍ଥିତ ପଣ୍ଡା ପାର୍କ ବସ୍ତି ଠାରେ ବିଶ୍ୱ ତମାଖୁ ବର୍ଜନ ଦିବସ ସହିତ ପଥ ପ୍ରାନ୍ତ ସଚେତନତା ଧର୍ମୀ ନାଟକ ଅନୁଷ୍ଠିତ ହୋଇ ଯାଇଛି. ଉକ୍ତ କାର୍ଯ୍ୟକ୍ରମ ରେ ଡାକ୍ତର ଦାଶରଥି ଦାସ, ଡାକ୍ତର ପ୍ରଣବ ମହାପାତ୍ର, ଡାକ୍ତର ଅଭିନଵ ସିଂହା,ମିଳିନ୍ଦ ମିଶ୍ର ଯୋଗ ଦେଇ ତମାଖୁ ସେବନ ର ଭୟାବହତା ସମ୍ପର୍କ ରେ ଆଲୋକପାତ କରି ଥିଲେ. ବସ୍ତି ର ମହିଳା ଙ୍କ ସହିତ ଅନ୍ୟ ମାନେ ସଚେତନ ହେଲେ ଏକ ସୁନ୍ଦର ନିରୋଗ ରାଷ୍ଟ୍ର ଗଠନ ହୋଇ ପାରିବ ବୋଲି ଅତିଥି ମାନେ କହିଥିଲେ. ପ୍ରତିବର୍ଷ ଏହାର ପ୍ରଭାବ କୁ କମେଇବା ପାଇଁ ସମସ୍ତେ ଆଗେଇ ଆସନ୍ତୁ ବୋଲି କୁହାଯାଇଥିଲା. କାର୍ଯ୍ୟକ୍ରମ କୁ ରାକେଶ କୁମାର ସାହୁ ଓ ଅନ୍ୟ ସଦସ୍ୟ ମାନେ ପରିଚାଳନା କରିଥିଲେ.
ସାଉଥ ଏସିଆନ ଅନୁଷ୍ଠାନ ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଚିଲିକା ଉପଖଣ୍ଡ ଦାବୀ ଯୋର ଧରିଲା
ଚିଲିକା: ଚିଲିକା ଆଞ୍ଚଳିକ ବିକାଶ ପରିଷଦର ବୈଠକ କଉଡିଖଣିସ୍ଥ ଜଗତି ପାହାଡର ପାଦଦେଶରେ ଅବସ୍ଥିତ ଶ୍ରୀ ଶ୍ରୀ ଜଗତି ମହାବୀରଙ୍କ ମନ୍ଦିର ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଅଛି । ପରିଷଦର ସଭାପତି ଆଡଭୋକେଟ ଦେବାଶିଷ ରଥଙ୍କ ପୌରୋହିତରେ ଅନୁଷ୍ଠିତ ଏହି ବୈଠକରେ
ବଉଳାବନ୍ଧରେ ଭାଗବତ ସପ୍ତାଙ୍ଗ ଓ ପ୍ରବଚନ କାର୍ଯ୍ୟକ୍ରମ ଉଦ୍ଯାପିତ
ଚିଲିକା: ଖୋର୍ଦ୍ଧ।ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ବଉଳାବନ୍ଧ ଗ୍ରାମସ୍ଥ ମଙ୍ଗରାଜପୁର ଠାରେ ୯ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ସପ୍ତାହ ବ୍ୟାପୀ ଶ୍ରୀମଦ୍ ଭାଗବତ ସପ୍ତାଙ୍ଗ ଓ ପ୍ରବଚ଼ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ପ୍ରତ୍ୟେହ ସକାଳ ସମୟରେ ପାରାୟଣ, ହୋମ, ସଂକୀର୍ତ୍ତନ ଓ
ରାମାନୁଜନ ଛାତ୍ରା ବାସ ପରିସର ରେ ଶ୍ରୀନିବାସ ରାମାନୁଜନଙ୍କ ପ୍ରତିମୂର୍ତ୍ତି ଉନ୍ମଚିତ
ଭୁବନେଶ୍ୱର: ସର୍ବ ଭାରତୀୟ ସ୍ତରରେ ପାଞ୍ଚଟି ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ମଧ୍ୟ ରୁ ୧୯୬୩ ରେ ପ୍ରତିଷ୍ଠିତ ଭୁନେଶ୍ବରସ୍ଥିତ ଆଂଚଳିକ ଶିକ୍ଷା ପ୍ରତିଷ୍ଠାନ ଅନ୍ୟତମ। ଏହି ଅନୁଷ୍ଠାନରେ ପୂର୍ବାଞ୍ଚଳ ରାଜ୍ୟ ମାନଙ୍କ ସହିତ ଆଣ୍ଡମାନ ନିକୋବରର ଛାତ୍ର ଛତ୍ରୀମାନେ ସର୍ବ ଭାରତୀୟ
ବୋଧଖଣ୍ଡି ଗ୍ରାମରେ ନିଆରା ଗଜଲକ୍ଷ୍ମୀ ପୂଜା
ବାଳକାଟି: ପୂରଣପ୍ରଧାନ ପଞ୍ଚାୟତ ଶିଶିଲୋ ବୋଧଖଣ୍ଡି ଗ୍ରାମରେ ନିଆରା ଗଜଲକ୍ଷ୍ମୀ ପୂଜା ପାଳିତ ହୋଇଯାଇଛି l ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗ୍ରାମବାସୀଙ୍କ ଦ୍ୱାରା ଏହି ପୂଜା ଧୁମଧାମରେ ପାଳିତ ହୋଇଯାଇଛି l ଗ୍ରାମ୍ୟକମିଟି, ବୁଦ୍ଧିଜୀବୀ, ଯୁବଗୋଷ୍ଠୀ ଏବଂ ଗ୍ରାମବାସୀଙ୍କ
ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ
ବାଲିଅନ୍ତା: ଗାଁ ଗହଳି ଲୋକଙ୍କ ସମସ୍ୟା ବୁଝିବା ପାଇଁ ସରକାର ପ୍ରତି ପଞ୍ଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ କରୁଛି l ବାଲିଅନ୍ତା ବ୍ଲକ ଅଧିନ ପ୍ରତାପଶାସନ ଗ୍ରାମ ପଞ୍ଚାୟତ ସ୍ଥିତ ଜ୍ଞାନଦେବୀ କଲ୍ଯାଣ ମଣ୍ଡପ ପରିସରରେ ଅଭିଯୋଗ ଶୁଣାଣୀ ଜନିତ “ପଲ୍ଲୀରେ
ବାଳକାଟିରେ ଜିଓର ନୂଆ ପେଟ୍ରୋଲ ଟାଙ୍କି
ପେଟ୍ରୋଲ ପକାଇଲେ ମାଗଣାରେ ହେଲମେଟ ବାଲିଅନ୍ତା: ସରଦେଇପୁର-ନିମାପଡା ରାସ୍ତା ବାଳକାଟିରେ ଜିଓର ନୂଆ ପେଟ୍ରୋଲ ଟାଙ୍କି ଉଦଘାଟନ ହୋଇଯାଇଛି l ଏନେଇ ଟାଙ୍କିର ମାଲିକ ସଞ୍ଜୟ କୁମାର ମହାନ୍ତିଙ୍କ ନେତୃତ୍ୱରେ ଏକ ସଭାର ଆୟୋଜନ କରାଯାଇଥିଲା l ଏଥିରେ ଅତିଥିଭାବେ ଜିଓ
ଆଜିବି ବଞ୍ଚି ରହିଚି ନିଆରା କଣ୍ଢେଇ ବିବାହ
ଧଉଳି: ବାଜାବାଣ, ରୋଷଣି ସାଙ୍ଗକୁ ଆଲୋକ ମାଳାରେ ଝଲସି ଉଠିଥିଲା ବାଳକାଟିର ବିଭିନ୍ନ ସାହିର ଗାଁଦାଣ୍ଡ । ମନ୍ତ୍ରଧ୍ୱନିରେ କମ୍ପୁଥିଲା ବିବାହ ମଣ୍ଡପ l ବିବାହ ହେଉଥିଲା ଦୁଇଜଣ କନ୍ୟାଙ୍କ ମଧ୍ୟରେ । ଯାହାକୁ ଆମ ସମାଜରେ କଣ୍ଢେଇ ବାହାଘର ବା
ବାଙ୍କୁଆଳ ଗ୍ରାମରେ ୩୦ତମ ମା’ ଗଜଲକ୍ଷ୍ମୀ ପୂଜା
ବାଲିଅନ୍ତା: ଏକାମ୍ର ନିର୍ବାଚନମଣ୍ଡଳୀ ଅଧୂନ ଵାସୁଆଘାଇ ପଞ୍ଚାୟତ ବାଙ୍କୁଆଳ ଗ୍ରାମରେ ୩୧ ତମ ମା’ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଯାଇଛି । ମା’ ଗଜଲକ୍ଷ୍ମୀ ପୂଜା କମିଟି ଏବଂ ବାଙ୍କୁଆଳ ଗ୍ରାମ୍ୟ କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ଏହି ପୂଜା ମହାଡମ୍ବରରେ ପାଳିତ
ଆଦିତ୍ୟଙ୍କ ନିଟ ସଫଳତା
ଭୁବନେଶ୍ୱର: ଜଟଣୀ, ଗୋଡ଼ିପୁଟମାଟିଆପଡା ନିବାସୀ, ଓଡ଼ିଆ ମାତୃପ୍ରାଣ, ଯୁବ ସମାଜସେବୀ ଆଦିତ୍ୟ ପ୍ରସାଦ ସାହୁ ଚଳିତ ବର୍ଷ ନିଟ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇ ଫୁଲବାଣୀ ସରକାରୀ ମେଡିକାଲ କଲେଜରେ ଆଡମିଶନ କରି ଡାକ୍ତରି ପାଠ ଅଧ୍ୟୟନ କରିବାକୁ ଯାଉଛନ୍ତି
ବସୁନ୍ଧରା ଯୋଜନା ରେ ଘର ଡିହ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ
କଳାହାଣ୍ଡି,(ପ୍ୟାରିଲାଲ ଦୁର୍ଗା): ଧର୍ମଗଡ଼ ବ୍ଲକ ବେହେରା- ଧଅଂରପୁର ରାଜସ୍ୱ ନିରୀକ୍ଷକ ଅଧିନ ବିଭିନ୍ନ ଗ୍ରାମ ର ହିତାଧିକାରୀଙ୍କୁ ଘରଡିହ ପଟ୍ଟା ବଣ୍ଟନ ହୋଇ ହୋଇଯାଇଛି । ଏହି ଅବସରରେ ବେହେରା ସ୍ଥିତ ରାଜସ୍ୱ ନିରୀକ୍ଷକ ଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଏକ
ଧୂମଧାମରେ ମାଣିକାଗୋଡ଼ା ଦଶହରା ପାଳିତ
ମାଣିକାଗୋଡ଼ା: ଦଶହରାରେ ସାରା ରାଜ୍ୟ ଉତ୍ସବ ମୁଖର ହୋଇଥିବାବେଳେ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା ଖୁବ୍ ଧୂମଧାମରେ ପାଳନ କରିଥାନ୍ତି ଖୋର୍ଦ୍ଧାଜିଲ୍ଲାର ମାଣିକାଗୋଡ଼ା ଗ୍ରାମବାସୀମାନେ। ଏହି ଗ୍ରାମରେ ଦଶହରାକୁ ବହୁ ଆଡମ୍ବର ସହକାରେ ପାଳନ କରାଯାଇଥାଏ। ଏହି ଦଶହରା ପର୍ବ ଅବସରରେ ଏକ
ଦେଓଗାଁ ଜରାସିଂହା ପାଟଖଣ୍ଡା ଯାତ୍ରା : ଦେବୀଙ୍କ ବାହୁଡ଼ା ବିଜୟ ସମ୍ପନ୍ନ
ବଲାଙ୍ଗିର: ବଲାଙ୍ଗିର ଦେଓଗାଁ ବ୍ଲକ ଜରାସିଂହା ଯାତ୍ରାର ବଉରାପିଟା ଗୁଡ଼ିରୁ ନିଶିଗୁଡ଼ି ଖଳାକୁ ରବିବାର ସକାଳ ୯ଟାରେ ମାଁ ପାଟଖଣ୍ଡା ଦେବୀଙ୍କ ଆଗମନ ହୋଇଥିଲା । ସେହିପରି ଅପରାହ୍ନ ୧ଟା ପରେ ଜେନାପୂଜା ଓ ବିରୁପାଣି ପୂଜା ଏବଂ ରାତ୍ର ୯ଟାରେ
ନୃତ୍ୟନିପୁଣା ଓଡିଶୀ ନୃତ୍ୟ ଅନୁଷ୍ଠାନ ର ଷଷ୍ଠତମ ନୃତ୍ୟ ମହୋତ୍ସବ
ଭୁବନେଶ୍ଵର: ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଆଗାମୀ ଅକ୍ଟୋବର ୧୧ତାରିଖ, ଶନିବାର ଦିନ "ନୃତ୍ୟନିପୂଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ" ତରଫରୁ ଭୁବନେଶ୍ଵରସ୍ଥିତ, ୟୁନିଟ -୩ର ବୁଦ୍ଧ ମନ୍ଦିରର ନୁତନ ପ୍ରେକ୍ଷାଳୟ ଠାରେ ଷଷ୍ଠ ତମ ନୃତ୍ୟ ଉତ୍ସବର ଆୟୋଜନ
ଚାନ୍ଦବାଲି ବ୍ଲକରେ ଯୋଗଶିକ୍ଷକଙ୍କର ଗୁରୁତ୍ୟପୂର୍ଣ୍ଣ ବୈଠକ ଅନୁଷ୍ଠିତ
ଚାନ୍ଦବାଲି: ପ୍ରଥମଥର ପାଇଁ ଚାନ୍ଦବାଲି ବ୍ଲକରେ ଯୋଗପ୍ରଶିକ୍ଷଣ ମାନଙ୍କର ଏକ ବୈଠକ ଅନୁଷ୍ଟିତ ହୋଇଥିଲା | ବୈଠକରେ ଜିଲ୍ଲାସଭାପତି ସୁରେଶ ନାୟକ, ଉପଦ୍ରେଷ୍ଟା ରମାକାନ୍ତ ପାଣୀଗ୍ରାହୀ, ସମ୍ପାଦକ ସୂର୍ଯ୍ଯକାନ୍ତ ନାୟକ ଏବଂ ମହାନ ଯୋଗୀ ତଥା ଆଦରଣୀୟ ବଡଭଉଣୀ ଗୀତାରାଣୀ ସାଙ୍କ
ଝରଣେଶ୍ୱର ମହାଦେବଙ୍କ ମନ୍ଦିର ସଫେଇ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନ: ସାମାଜିକ ସଂଗଠନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ର ସମସ୍ତ ସ୍ୱେଚ୍ଛାସେବୀଙ୍କ ଦ୍ୱାରା ବାବା ଝରଣେଶ୍ୱର ମନ୍ଦିର ପ୍ରାଙ୍ଗଣ ସଫେଇ ଓ ଚତୁଃପାଶ୍ୱର୍ରେ ବୃକ୍ଷରୋପଣ କରିଥିବା ଦେଖିବାକୁ ମିଳିଛି । ଏଥିରେ ବରିଷ୍ଠ ସ୍ୱେଚ୍ଛାସେବୀ ସତ୍ୟବାଦୀ ରଣା, ବିକ୍ରମ ରଣା,
ସ୍ୱର୍ଗତଃ ପ୍ରାଣନାଥ ପଟନାୟକଙ୍କ ୫୫ ତମ ଶ୍ରାଦ୍ଧବାର୍ଷିକୀ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ
ଭୁବନେଶ୍ୱର: ମହାନ ସ୍ୱାଧୀନତା ସଂଗ୍ରାମୀ, ବିପ୍ଳବୀ, ପ୍ରାକ୍ତନ ବିଧାୟକ, କୃଷି ଓ କୃଷକ ଆନେ୍ଦାଳନର ସମର୍ପିତ କାଣ୍ଡାରୀ, ଶିକ୍ଷାବିତ, ସଂଗଠକ ସ୍ୱର୍ଗତଃ ପ୍ରାଣନାଥ ପଟନାୟକଙ୍କ ୫୫ ତମ ଶ୍ରାଦ୍ଧବାର୍ଷିକରେ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ସ୍ଥାନୀୟ ଖାରବେଳନଗର ଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତି ସ୍ଥଳରେ
ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ
ଭୁବନେଶ୍ୱର ଜାତିର ପିତା ମହାତ୍ମାଗାନ୍ଧୀଙ୍କ 157 ତମ ଜୟନ୍ତୀ ବିଧାନସଭା ପରିସରରେ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣସହ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ଓଡିଶାର ମହାମହିମ ମାନ୍ୟବର ରାଜ୍ୟପାଳ ଡ଼ ହରିବାବୁ କମ୍ଭମପତି, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ
ଇଣ୍ଡିଆବୁକ ଅଫ ରେକର୍ଡସ ତରଫରୁ ଦିବ୍ୟାଂଶୁ ଶେଖର ସାହୁ ସମ୍ବର୍ଦ୍ଧିତ
ଭୁବନେଶ୍ୱର ଶିଶୁ ପ୍ରତିଭା ଦିବ୍ୟାଂଶୁ ଶେଖର ସାହୁ ମାତ୍ର 5 ବର୍ଷ 11 ମାସର ବିଦ୍ୟାର୍ଥୀ ଇଣ୍ଡିଆ ବୁକଅଫ ରେକର୍ଡସ ଅନଲାଇନ ପ୍ରତିଯୋଗିତାରେ ନିଜର ଜ୍ଞାନ, ବୁଦ୍ଧିମତ୍ତା ପାଇଁ ସର୍ବଭାରତୀୟ ସ୍ତରରେ କୃତିତ୍ୱ ଅର୍ଜନସହ ସମ୍ବର୍ଦ୍ଧିତ ହୋଇଛନ୍ତି l ଚଳିତ ମାସରେ
ଆଧୁନିକ ବାଳକାଟୀ ନିର୍ମାଣରେ ସତ୍ୟପ୍ରିୟ ମହାନ୍ତିଙ୍କ ଅବଦାନ
ଆଧୁନିକ ବାଳକାଟୀ ନିର୍ମାଣରେ ସତ୍ୟପ୍ରିୟ ମହାନ୍ତିଙ୍କ ଅବଦାନ ପ୍ରତାପଶାସନ ବାଳକାଟୀ ଗୋଟିଏ ଐତିହାସିକ ଗ୍ରାମ । ଭୁବନେଶ୍ୱର ଠାରୁ ଅଳ୍ପ ଦୂରତାରେ ପୁଣ୍ୟତୋୟା ଭାର୍ଗବୀ ନଦୀକୂଳରେ ଗଢିଉଠିଥିବା ଏକ ଐତିହାସିକ ଗ୍ରାମ ହେଉଛି ଏହି ବାଳକାଟୀ। ଶ୍ରୀକ୍ଷେତ୍ର ଏବଂ ଖୋର୍ଦ୍ଧାଗଡକୁ ଯାଇଥିବା
ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଟ୍ରାଏଲ ଇରିଗେସନ ଆରମ୍ଭ
ବଲାଙ୍ଗୀର: ବଲାଙ୍ଗୀର ଲୋୟର ସକତେଲ ଡ୍ୟାମ୍ର ଦ୍ୱିତୀୟ ବନ୍ୟାଜଳ ରବିବାର ଅପରାହ୍ଣ ୪ଟାରେ ଛଡାଯାଇଛି। ଡ୍ୟାମ ଭିତର ଜଳସ୍ତର ୧୯୯ ମିଟର ପହଞ୍ଚିବା ପରେ ଡ୍ୟାମ୍ର ସ୍ଥିତି ଆକଳନ କରାଯାଇ ବନ୍ୟା ଜଳ ଛଡାଯାଇଥିବା ସୂଚନା ମିଳିଛି। ଡ୍ୟାମର ଦ୍ୱିତୀୟ ବନ୍ୟା

Politics

ମନ୍ଦାକିନୀ ବାଣୁଆଁ ବଲାଙ୍ଗୀରର ଯୁବ କଂଗ୍ରେସ ପ୍ରଭାରୀ
May 6, 2025

ବଲାଙ୍ଗିରର ବିକାଶ ସାରା ରାଜ୍ୟ ଓ ଦେଶର ବିକାଶ: ଧର୍ମେନ୍ଦ୍ର ପ୍ରଧାନ
April 19, 2025
Entertainment

ଚିଲିକା ଉପଖଣ୍ଡ ଦାବୀ ଯୋର ଧରିଲା
October 15, 2025

ବଉଳାବନ୍ଧରେ ଭାଗବତ ସପ୍ତାଙ୍ଗ ଓ ପ୍ରବଚନ କାର୍ଯ୍ୟକ୍ରମ ଉଦ୍ଯାପିତ
October 15, 2025

ବୋଧଖଣ୍ଡି ଗ୍ରାମରେ ନିଆରା ଗଜଲକ୍ଷ୍ମୀ ପୂଜା
October 14, 2025

ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ
October 14, 2025